Odisha Link
Bridging the Missing Links in Odisha

୨୧ରେ ବାହାରିବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ୩ଟା ୩୦ ମିନିଟରେ ଫଳ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ କଳାରେ ୨ ଲକ୍ଷ ୩୫ ହଜାର ୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସୂଚନାଯୋଗ୍ୟ, ଜୁନ୍‌ ୩ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Comments are closed.