୧୯ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ
![](https://www.odishalink.com/wp-content/uploads/2019/06/court.jpg)
ବ୍ରହ୍ମପୁର : ଆଜି କଡ଼ା ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ ଏକ ବଡ଼ ହତ୍ୟା ମାମଲାର । ଗଞ୍ଜାମ ଜିଲ୍ଲାର କୁଲଟା ଗାଁର ମହେଶ୍ୱର ସାସମଲ ହତ୍ୟା ମାମଲାରେ ୧୯ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ।
୨୦୦୭ କୁଲଟା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ମହେଶ୍ୱର ସାସମଲଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ୍ ୧୯ ଜଣ ଅଭିଯୁକ୍ତ ଥିଲେ। ତେବେ ମାମଲା ଚାଲିବା ଭିତରେ ଜଣଙ୍କ ମୃତ୍ୟୁ ହୋଇସାରିଛି
Comments are closed.