୬ ଜିଲ୍ଲାକୁ ବଜ୍ରପାତ ସର୍ତକ ସୂଚନା
ଭୁବନେଶ୍ୱର : ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୬ ଟି ଜିଲ୍ଲାକୁ ସର୍ତକ ସୂଚନା ଜାରି କରାଯାଇଛି । ସନ୍ଧ୍ୟା ୭ ଟା ୧୦ ଯାଏଁ ସର୍ତକ ରହିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ଧୂଳିଝଡ, ବଜ୍ରପାତ ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ଝଡ ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ବଜ୍ରପାତ ହେବା ସମୟରେ ଘରୁ ନ ବାହାରିବାକୁ ସର୍ତକ କରାଇ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି, ବରଗଡ ଓ କୋରାପୁଟ ଜିଲ୍ଲା ପାଇଁ ସର୍ତକ ସୂଚନା ଜାରି କରାଯାଇଛି ।
Comments are closed.