କ୍ରିକେଟ ବିଶ୍ବକପ୍: ଟସ୍ ଜିତି ଟିମ୍…
ଏଜବାଷ୍ଟନ: କ୍ରିକେଟ ମହାକୁମ୍ଭର ୪୦ ତମ ମ୍ୟାଚରେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ପ୍ରଥମେ ଟସ୍ ଜିତି ବ୍ୟାଟିଂର ନିଷ୍ପତ୍ତି ନେଇଛନ୍ତି। ଆଜିର ମ୍ୟାଚରେ ଟିମ୍ ଇଣ୍ଡିଆ ତାର ପ୍ଲେଇଙ୍ଗ ଇଲେଭେନରେ କିଛିଟା ପରିବର୍ତ୍ତନ କରିଛି। ବ୍ୟାଟସମ୍ୟାନ ଦିନେଶ କାର୍ତ୍ତିକ ଏବଂ ଭୁବନେଶ୍ବର କୁମାର ଟିମରେ…