Odisha Link
Bridging the Missing Links in Odisha

ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆଜି ରାଜ୍ୟର ୫ ଜିଲ୍ଲାରେ ବର୍ଷା ହେବା ସହିତ ଘଡ଼ଘଡ଼ ମାରିବ । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୧ଟା ୩୦ ଯାଏ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ।

Comments are closed.