ଆଜିଠାରୁ ଏମବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମର ନାମଲେଖା
![](https://www.odishalink.com/wp-content/uploads/2019/07/admission-in-mbbs-and-bds22.jpg)
ଭୁବନେଶ୍ୱର : ଆଜିଠାରୁ ଏମ୍ବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟ କୋଟାରେ ଥିବା ୧୨ଶହ ୧୯ ସିଟ୍ରୁ ୧୧ ଶହ ୬୪ ଜଣଙ୍କୁ ସିଟ୍ ଆଲଟମେଣ୍ଟ କରାଯାଇଛି।
ଓଜେଇଇ ପକ୍ଷରୁ ଏହି ସିଟ୍ ଆଲଟମେଣ୍ଟ କରାଯାଇଛି। ଆଜି ପ୍ରଥମ ଦିନରେ କଟକ ଏସ୍ସିବି ମେଡିକାଲ କଲେଜ ପାଇଁ ପ୍ରୋଭିଜିନାଲ ଆଡମିସନ୍ ଭୁବନେଶ୍ୱର ଓଜେଇଇଙ୍କ କାର୍ଯ୍ୟାଳୟ
Comments are closed.