ଆସନ୍ତା ସପ୍ତାହ ଯାଏଁ ସାରା ଓଡ଼ିଶାରେ…
ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅର୍ଥାତ ୩୧ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ସପ୍ତାହ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଆଶା କରାଯାଉଛି । ଏହି ବର୍ଷାରେ…