ଉଷା ପାଢ଼ୀଙ୍କ ବିରୋଧରେ ଗିରଫ ପରୱାନା
କଟକ: ପ୍ରାଥମିକ ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ଅନିୟମିତତାକୁ ନେଇ ପୃଥକ ଦୁଇଟି ମାମଲାର ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍) ଶୁଣାଣି କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପୂର୍ବତନ ସଚିବ ଉଷା ପାଢୀଙ୍କ ବିରୋଧରେ ଜାମିନ ଯୋଗ୍ୟ ଗିରଫ ପରୱାନା ଜାରି କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ…