ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ…
ସମ୍ବଲପୁର : ଉପରମୁଣ୍ଡରେ ବର୍ଷାର ପରିମାଣ କମିଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କମିଯାଇଥିବା ବେଳେ ଭଣ୍ଡାରର ସବୁ ଗେଟ୍ ବନ୍ଦ କରି ଦିଆଯାଇଛି। ଏବେ ଜଳଭଣ୍ଡାରର ଜଳସ୍ତର ୬୧୯.୬୫ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳ ଭଣ୍ଡାରକୁ ୬୧ ହଜାର ଜଳ ପ୍ରବେଶ କରୁଛି।
ଧୀରେ ଧୀରେ ଜଳ ପ୍ରବାହ କମିବାରୁ…