ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ୬୯ ବର୍ଷରେ ପଦାର୍ପଣ କଲେ ମୋଦି। ଏହି ଅବସରରେ ସାରା ଦେଶ ତଥା ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି, ‘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି ।’
Warm birthday wishes to Prime Minister @narendramodi ji. May you be blessed with a long and healthy life.
— Naveen Patnaik (@Naveen_Odisha) September 17, 2019
Comments are closed.