ମହାନଦୀ ଜଳବିବାଦ: “ଆସେସର” ନିଯୁକ୍ତି…
ନୂଆଦିଲ୍ଲୀ: ଓଡ଼ିଶା-ଛତିଶଗଡ଼ ଜଳ ବିବାଦ ନେଇ ମହାନଦୀ ଟ୍ରିବ୍ୟୁନାଲରେ ଆଜି ଶୁଣାଣି ହୋଇଛି। ଆଜି ମହାନଦୀ ଟ୍ରିବ୍ୟୁନାଲରେ ଜଳ ବିବାଦକୁ ନେଇ ଉଭୟ ରାଜ୍ୟ ନିଜ ନିଜ ପକ୍ଷ ରଖିଥିଲେ । ଏଥିରେ ଉଭୟ ରାଜ୍ୟର ବୈଷୟିକ ଟିମ୍ ଦୁଇ ରାଜ୍ୟ ଗସ୍ତ କରିବାକୁ ନିଷ୍ପତ୍ତି ହୋଇଛି। ୩୦ ଅକ୍ଟୋବରରୁ ନଭେମ୍ବର ୨ମଧ୍ୟରେ…