ଦିନକୁ ଦିନ ବଢ଼ୁଛି ବାୟୁ ପ୍ରଦୂଷଣ, କମୁଛି…
ଭୁବନେଶ୍ବର: ଭାରତରେ ଯେଉଁ ଶହେ ଦୁଇଟି ସହରରେ ବାୟୁ ପ୍ରଦୂଷଣର ମାତ୍ରା ବର୍ତ୍ତମାନ ଚିନ୍ତାଜନକ ସ୍ଥିତିରେ ପହଂଚିଛି ତା ମଧ୍ୟରୁ ଭୁବନେଶ୍ୱର ଅନ୍ୟତମ। ଚିକାଗୋ ବିଶ୍ୱବିଦ୍ୟାଳୟର ଏନର୍ଜି ପଲିସି ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ କରା ଯାଇଥିବା ବାୟୁ ଗୁଣବତ୍ତା ଜୀବନ ସୁଚକାଙ୍କ ବା ଏୟାର କ୍ୱାଲିଟି ଲାଇଫ…