ସମ୍ବଲପୁରରେ ୫ଟି ସଚିବ ଭିକେ ପାଣ୍ଡିଆନ୍

ସମ୍ବଲପୁର: ଆଜି ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନରେ ପହଞ୍ଚିଛନ୍ତି ୫ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀ ପାଣ୍ଡିଆନ୍ଙ୍କ ସହିତ ଉନ୍ନୟନ କିମିସନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ୱାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା ମଧ୍ୟ ଉପସ୍ଥିତ ଅଛନ୍ତି।
Comments are closed.