Odisha Link
Bridging the Missing Links in Odisha

ସ୍ମିତାରାଣୀଙ୍କ ମୃତ୍ୟୁ ମାମଲା: ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବିଜେପି

ଭୁବନେଶ୍ବର: ଧର୍ମଶାଳା ପିଇଓ ସ୍ମୀତାରାଣୀ ବିଶ୍ବାଳଙ୍କ ମୃତ୍ୟୁକୁ ନେଇ ରାଜନୀତି ଥମିବାର ନାଁ ଧରୁନି। ଆଜି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବ। ସ୍ମୀତାରାଣୀଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ସହ ଏସପି ଓ ମହିଳା କମିଶନ ଅଧ୍ୟକ୍ଷଙ୍କ ଇସ୍ତଫା ଦାବି କରିଛି ବିଜେପି ମହିଳା ମୋର୍ଚ୍ଚା। ତେବେ ସୁରକ୍ଷା ଦାବି କରୁଥିବା ପରିବାର ଲୋକେ ଗାଁ ଛାଡି ଚାଲିଯାଇଛନ୍ତି।

Comments are closed.