ଓଡିଶାକୁ ନାହିଁ ବାତ୍ୟା ଭୟ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତକୁ ନେଇ ବଡ ଆଶ୍ୱସ୍ତି। ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବ ଓଡିଶା ଉପରେ ପଡିବାର ସମ୍ଭାବନା କମ୍ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଂଜୟ ମହାପାତ୍ର। ପାରାଦୀପ ଠାରୁ ଏହା ଏବେ ୮୧୦ କିଲୋମିଟର ଦୂରରେ…