୩ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀରେ ଦୁଇ ଦିନିଆ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବାତ୍ୟା ଯୋଗୁଁ ସାମ୍ଭବ୍ୟ ବର୍ଷା ପାଇଁ ଏହି ଛୁଟି ଘୋଷଣା କରାଯାଇଛି। ତିନି ଜିଲ୍ଲାର ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି । ଶୁକ୍ରବାର ଓ ଶନିବାର ଏହି ଛୁଟି ଘୋଷଣା କରାଯାଇଛି। ଏହି ଦିନ ସମସ୍ତ ବିଦ୍ୟାଳୟ, ଅଙ୍ଗନବାଡି ଛୁଟି ରହିବ।
Comments are closed.