Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ଆଦର୍ଶ ବିଦ୍ୟାଳୟ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବା ପରେ ୨୦୨୦ ମାର୍ଚ୍ଚ ମାସରୁ ପାଠପଢା ଆରମ୍ଭ ହେବ। ଭୁବନେଶ୍ୱର ସମେତ ୩୬ଟି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲିବ। ଆଦର୍ଶ ବିଦ୍ୟାଳୟ ଗଭର୍ଣ୍ଣିଂ ବଢି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ୨୧୪ଟି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲିଛି।

Comments are closed.