ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି ।
ସୁବଳଙ୍କ ବାସଭବନ ଓ ଅଫିସ ସମେତ ୯ଟି ସ୍ଥାନରେ ଚଢାଉ କରୁଛନ୍ତି ୨ଟି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି ରଖିଛି ।
Comments are closed.