Odisha Link
Bridging the Missing Links in Odisha
Daily Archives

January 7, 2020

ହୀରାକୁଦରେ ଚାଲିଛି ପକ୍ଷୀଗଣନା

ସମ୍ବଲପୁର: ଆଜିଠାରୁ ହୀରାକୁଦରେ ଆରମ୍ଭ ହୋଇଛି ପକ୍ଷୀଗଣନା । ୩ଟି ଡିଭିଜିନରେ ଏହି ଗଣନା ଆରମ୍ଭ ହୋଇଛି । ଜଳଭଣ୍ଡାରର ହୀରାକୁଦ, ଝାରୁସୁଗୁଡା ଓ ସମ୍ବଲପୁର ଡିଭିଜନରେ ଏଥିପାଇଁ ୭୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ମୋଟ ୨୧ଟି ସେକ୍ଟରରେ ଏହି ପକ୍ଷୀଗଣନା ଚାଲିଛି । ପ୍ରତି ସେକ୍ଟରରେ ଜଣେ…

ଗର୍ଭବତୀ ସ୍ତ୍ରୀକୁ ହାଣି ହତ୍ୟା କଲା…

କଙ୍କଡ଼ାହାଡ଼: କଳି ହେଲା କାଳ, ଯେଉଁଥିପାଇଁ ସ୍ତ୍ରୀଙ୍କୁ ନିଜ ଜୀବନ ହାରିବାକୁ ପଡ଼ିଲା। ସ୍ବାମୀ-ସ୍ତ୍ରୀ ମଧ୍ୟରେ ପାଟିତୁଣ୍ଡ ହେବାରୁ ସ୍ବାମୀ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା। ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ପଙ୍ଗାତିରା ଗାଁରେ। ଏହି ଘଟଣା…

ସୁରଙ୍କ ଚେତାବନୀ

ଖୋର୍ଦ୍ଧା : ନବୀନ ନିବାସ ଘେରାଉ କରିବାକୁ ଚେତାବନୀ ଦେଇଛନ୍ତି ବିଧାୟକ ଶ୍ରୀ ରାଉତରାୟ। ଜଟଣୀ ବ୍ଲକ୍‌ର ସ୍ଥିତିବାନ ଜମିକୁ ରାଜସ୍ବ ବିଭାଗ ପକ୍ଷରୁ ଶ୍ରୀଜଗନ୍ନାଥ ଜମି ବୋଲି ଚିହ୍ନଟ କରାଯାଇ ଏହାର କିଣାବିକା ଉପରେ ରୋକ୍‌ ଲଗାଇଛନ୍ତି। ଏହି ଘଟଣାକୁ ନେଇ ଆସନ୍ତା ୨୭ ତାରିଖରେ ନବୀନ ନିବାସ ଘେରାଉ…

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା…

ଯାଜପୁର: ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ବସ୍ ରେ ଥିବା ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଯାଜପୁର ଜିଲ୍ଲା ମଠସାହି ଗାଁ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ହୋଇଛି ।…

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଜଣେ ଯୁବକଙ୍କର ମୃତଦେହ ମିଳିଛି । ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ରାଜଗାଙ୍ଗପୁର ଲିପଲୋଇ ଅଞ୍ଚଳର ଦିଲ୍ଲୀପ ନାୟକ ।…

ଶାସ୍ତ୍ରୀଜୀ ଶିକ୍ଷା ନିକେତନର…

ଭବାନୀପାଟଣା: ଶାସ୍ତ୍ରୀଜୀ ଶିକ୍ଷା ନିକେତନ ଅଷ୍ଟମ ବାର୍ଷିକ ଉତ୍ସବ ସମାରୋହ ଉଦଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା, ମୁଖ୍ୟ ବକ୍ତା ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ସମ୍ମାନିତ ଅତିଥି ଭବାନୀପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗନ୍ନାଥ…