Odisha Link
Bridging the Missing Links in Odisha

ନୀଳାଚଳ ଇସ୍ପାତରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ବତ୍ତି ନିଆଯାଇଛି।

ନୀଳାଚଳ ଇସ୍ପାତ କାରଖାନାରୁ ପୁଞ୍ଜି ପ୍ରତ୍ୟାହାର ପାଇଁ ଏଥିରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ବାରା ନୀଳାଚଳ ଇସ୍ପାତର ରୂପ ବଦଳିବ ଏବଂ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାବଡେକର ଏହା କହିଛନ୍ତି।

Comments are closed.