Odisha Link
Bridging the Missing Links in Odisha

ସଂଖ୍ୟାଲଘୁ ଭାଷାଭାଷୀ ଗୃହକମିଟିଙ୍କ ସବ୍‌କମିଟି – ୬ ଙ୍କର ବୈଠକ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶର ଉ ପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକମାନଙ୍କର ସମସ୍ୟା ଅନୁଧ୍ୟାନ ତଥା ତା’ର ପ୍ରତିକାର ପାଇଁ ସୁପାରିଶ କରିବାକୁ ଗଠିତ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିଙ୍କ ସବ୍‌କମିଟି – ୬ଙ୍କ ବୈଠକ ଅନୁଷ୍ଠିତ ହୋଇଯାଛି ।

ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ଉପବାଚସ୍ପତି ରଜନୀକାନ୍ତ ସିଂହ ଅଧ୍ୟକ୍ଷତା କରିଥିଲେ । ଉକ୍ତ ବୈଠକରେ କମିଟିଙ୍କ ଗୁଜୁରାଟ ଓ ମହାରାଷ୍ଟ୍ର ରାଜ୍ୟକୁ ଗସ୍ତ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା ହୋଇଥିଲା । ଏଥିରେ ସବ୍‌କମିଟିର ସଭ୍ୟମାନଙ୍କ ସମେତ ବିଧାନସଭାର ସଚିବ ଦାଶରଥୀ ଶତପଥୀ ଓ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।

Comments are closed.