ସମାଜର ଗରିବ କଲ୍ୟାଣ ପାଇଁ ଏକାଠି…
ନୂଆଦିଲ୍ଲୀ: ଭାରତ ଏବଂ ଘାନା ମଧ୍ୟରେ ଥିବା ସମ୍ପର୍କକୁ ଅହୁରି ମଜବୁତ୍ କରିବା ପାଇଁ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଇଣ୍ଡିଆନ୍ ଅଏଲ ଏବଂ ଘାନାର ଜାତୀୟ ପେଟ୍ରୋଲିୟମ ପ୍ରାଧିକରଣ(ଏନ୍ପିଏ) ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି…