ମାପ ଓ ଓଜନ ଠକେଇ ଯାଞ୍ଚ ବ୍ୟବସ୍ଥାକୁ…
ଭୁବନେଶ୍ବର: ଅସାଧୁ ବ୍ୟବସାୟକୁ ରୋକିବା ତଥା ଖାଉଟିଙ୍କ ସୁରକ୍ଷା ନିମନ୍ତେ ରାଜ୍ୟରେ ବ୍ୟବସାୟ ପ୍ରତିଷ୍ଠାନ ଓ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକର ମାପ ଓ ଓଜନ ଠକେଇ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏଥି ସହିତ ପେଟ୍ରୋଲ୍ ପମ୍ପଗୁଡ଼ିକରେ ମଧ୍ୟ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରାଯିବବ ବୋଲି ଖାଦ୍ୟ ଯୋଗାଣ ଓ…