ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ…
ହିଞ୍ଜିଳି: ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ। ଗଞ୍ଜାମରେ ତାରାତାରିଣୀଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିକାଶମୂଳକ କାମର ଅନୁଧ୍ୟାନ କରିଛନ୍ତି ୫ଟି ସଚିବ। ଏହି ଅବସରରେ ୫-ଟି ସଚିବ ଭି କେ କାର୍ତ୍ତିକେୟନ୍ ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ…