Odisha Link
Bridging the Missing Links in Odisha

ବଜେଟ ୨୦୨୦: ଲଦାଖ ପାଇଁ ୫୯୫୮ କୋଟି ଟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖ ପାଇଁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟରେ ୫୯୫୮ କୋଟି ଟଙ୍କା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଲଦାଖର ବିକାଶ ପାଇଁ ଏହି ପ୍ୟାକେଜ ଘୋଷଣା କରାଯାଇଛି। ସଂସଦରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ଏହା ହେଉଛି ପୂର୍ଣ୍ଣାଙ୍ଗ ବଜେଟ୍। ଏହା ନିର୍ମଳା ସୀତାରମଣଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌।

Comments are closed.