ବଜେଟ ୨୦୨୦: ଆୟବୃଦ୍ଧି ଏବଂ ଚାଷୀଙ୍କୁ…
ନୂଆଦିଲ୍ଲୀ: ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦ୍ୱିତୀୟ ଥର ପାଇଁ ଏହି ବଜେଟ ଉପସ୍ଥାପନ କରିଛନ୍ତି ସୀତାରମଣ । ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ଏହା ହେଉଛି ପୂର୍ଣ୍ଣାଙ୍ଗ ବଜେଟ୍। ଉପସ୍ଥାପିତ ହେବା ପୂର୍ବରୁ ବଜେଟ୍-୨୦୨୦-୨୧କୁ କେନ୍ଦ୍ର କ୍ୟାବିନେଟ୍ ଅନୁମୋଦନ…