ଟ୍ବିଟ୍ କରି ମୋଦୀଙ୍କ ପ୍ରଶଂସା କଲେ…
ନୂଆଦିଲ୍ଲୀ : ବିଜେପି ଛାଡ଼ି କଂଗ୍ରେସରେ ଯୋଗ ଦେଇଥିବା ବରିଷ୍ଠ ନେତା ତଥା ଅଭିନେତା ଶତ୍ରୁଘ୍ନ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା କରିଛନ୍ତି। ଚୀନରେ କରୋନା ଭାଇରସ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଚୀନରୁ ୬୦୦ ଭାରତୀୟଙ୍କୁ ଦେଶକୁ ଫେରାଇ ଆଣିଥିବାରୁ ଭାରତ ସରକାରଙ୍କୁ ସିହ୍ନା…