ନିର୍ଭୟା ମାମଲା: ନୂଆ ଡେଥ୍ ଓ୍ଵାରେଣ୍ଟି…
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଦୋଷୀଙ୍କ ଫାଶୀଦଣ୍ଡକୁ ସ୍ଥଗିତ ରଖି ଦିଲ୍ଲୀ ହାଇକୋର୍ଟ ଦେଇଥିବା ରାୟକୁ ନେଇ କେନ୍ଦ୍ରର ଆବେଦନକୁ ଉପରେ ୪ ଦୋଷୀଙ୍କୁ ଯଥାଶୀଘ୍ର ଫାଶୀରେ ଝୁଲାଇବା ପାଇଁ ଆଉ ଏକ ନୂତନ ‘ମୃତ୍ୟୁ ପରଓ୍ଵାନା’…