Odisha Link
Bridging the Missing Links in Odisha
Daily Archives

February 12, 2020

ଆମ୍ବୁଲାନ୍ସକୁ ପିଟିଲା ଆମ୍ବୁଲାନ୍ସ

ଭଦ୍ରକ: ପ୍ରବଳ କୁହୁଡି ଯୋଗୁଁ ଆମ୍ବୁଲାନ୍ସକୁ ପଛରୁ ପିଟିଲା ଆଉ ଏକ ଆମ୍ବୁଲାନ୍ସ। ଦୁର୍ଘଟଣା ଫଳରେ ଦୁଇ ଜଣ ରୋଗୀଙ୍କ ସହ ୪ ଜଣ ଆହତ। ଆହତଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଡାହାଣୀଗଢିଆ ନିକଟରେ ଦୁର୍ଘଟଣା ଘଟିଛି।…

ମୁଖ୍ୟମନ୍ତ୍ରୀଙ୍କ ସବୁଠୁ ଧନୀ ଏବଂ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଛି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଏଭଳି ସୂଚନା। ଆଇଟି ଓ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରାୟ ୨୬ ଲକ୍ଷ ଟଙ୍କାର ମୋଟ୍ ସମ୍ପତ୍ତି ସହ ରାଜ୍ୟର ସବୁଠୁ ଗରିବ ମନ୍ତ୍ରୀ।…

ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ; ୨…

ଭଦ୍ରକ: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟିଲା ତୀର୍ଥଯାତ୍ରୀ ବସ୍। ଦୁର୍ଘଟଣା ଫଳରେ ଦୁଇ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ହୋଇଛନ୍ତି। ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମେଡିକାଲରେ…

ଘର ସହ ଜଳିଗଲେ ମହିଳା

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଅଘଟଣ ହଟିଛି। ଘରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗୁରୁତର ଅବସ୍ଥାରେ ମହିଳାଙ୍କ ସ୍ବାମୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମଳିଥିବା ସୂଚନା ଅନୁସାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଘରେ ନିଆଁ ଲାଗିଯିବାରୁ ଜଣେ ମହିଳା…