ବିଜୁ ଜନତା ଦଳର ଇଂରାଜୀ ଭାଷା ପ୍ରତି ଏତେ…
ଭୁବନେଶ୍ବର: ଇଂରାଜୀ ଭାଷାର ବ୍ୟବହାର କମିଲେ ବିଜୁ ଜନତା ଦଳକୁବହୁତ ବାଧୁଛି । ଭୁବନେଶ୍ୱର ଏମ୍ସରେ କିଛି ସରକାରୀ କାମରେ ହିନ୍ଦି ଭାଷାର ବ୍ୟବହାରକୁ ବିଜୁ ଜନତା ଦଳର ବିରୋଧ କରିବା ପରେ ଏହା ପ୍ରମାଣିତ ହେଉଛି । ବିଜୁ ଜନତା ଦଳର ଓଡିଆ ଭାଷା ପ୍ରତି ମମତା କମ୍ ଇଂରାଜି ଭାଷା ପ୍ରତି ମମତା ଅଧିକ ରହିଛି ।…