ନାବାଳିକା ଦୁଷ୍କର୍ମର ହବ୍ ପାଲଟିଛି…
ଭୁବନେଶ୍ୱର : ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାଁନ୍ତି । ପ୍ରତିଦିନ ମହିଳାଙ୍କ ସହ ଦୁଷ୍କର୍ମ, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ଶାସକ ଦଳର ନେତା ଓ କର୍ମୀମାନେ ବିଭିନ୍ନ ଦୁଷ୍କର୍ମ ଘଟଣାରେ ସାମିଲ ଥିବାର ପ୍ରମାଣ ମିଳୁଛି ।
ଯାଜପୁର ଜିଲ୍ଲା କୁଆଖିଆ ରସଲପୁର ବ୍ଲକ ଅତଲପୁର ପଞ୍ଚାୟତ…