ହାତ ମିଳାଅନି, ଆଲିଙ୍ଗନ କରନି: ସଚିବ
ଭୁବନେଶ୍ବର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା ବୈଠକ ଆରମ୍ଭ ହୋଇଯାଇଛି। ବୈଠକ ପରେ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀ ଧଳ କହିଛନ୍ତି ଯେ, ରାଜ୍ୟରେ କରୋନା ରକ୍ତ ପରୀକ୍ଷା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ହେବ। କଟକ…