ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା
ଭୁବନେଶ୍ୱର: ଏବେ ସାରା ବିଶ୍ବକୁ ଘାରିଛି କରୋନା ଭୟ। ଚୀନରୁ ସୃଷ୍ଟି ହୋଇଥିବା କରୋନା ଭାଇରସ ଦିନକୁ ଦିନ ସାରା ବିଶ୍ୱରେ କାୟା ମେଲାଇ ଚାଲିଛି। ଓଡ଼ିଶାରେ ବି ଏହାକୁ ନେଇ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି । ତେବେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କରୋନା ମୁକାବିଲା ପାଇଁ ସମୀକ୍ଷା କରୁଛନ୍ତି । ଏନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଛି । ଏଥିରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସ୍କୁଲର ଓ ଗଣଶିକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ଅଛନ୍ତି ।
Comments are closed.