କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା :…
ଭୁବନେଶ୍ବର: କରୋନା ସମ୍ପର୍କରେ ବିଧାନସଭାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖିଛନ୍ତି। କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା ହୋଇଛି। କରୋନା ମୁକାବିଲା ୨୦୦ କୋଟି ଟଙ୍କାର…