Odisha Link
Bridging the Missing Links in Odisha

ସମୁଦ୍ର କୂଳରେ ବିରାଟକୀୟ ବୋଏ

କୋଣାର୍କ: ଅସ୍ତରଙ୍ଗ ବ୍ଲକ୍ ତଣ୍ଡାହର ସମୁଦ୍ରକୂଳରେ ଗୋଟିଏ ବୋଏ ଲାଗିଛି। ଏହାକୁ ବନ୍ଦରର ବିଭିନ୍ନ କାର୍ଯ୍ୟ ପାଇଁ ରଖାଯାଇଥାଏ। ଜାହାଜଗୁଡ଼ିକର ଦିଗ ନିରୂପଣରେ ସହଯୋଗ ସହ ଲଙ୍ଗର ପକାଇବା ଓ ସମୁଦ୍ରର ଢେଉ ନିୟନ୍ତ୍ରଣ କରିବା ଲାଗି ଏହାକୁ ବ୍ୟବହାର କରା
ଆଜି ସକାଳେ ଏହି ବୋଏଟି ତଣ୍ଡାହର ସମୁଦ୍ରକୂଳରେ ଭାସୁଥିଲା। ସ୍ଥାନୀୟ ଲୋକେ ଏହାକୁ ଦେଖି ରଶି ସାହାଯ୍ୟରେ କୂଳକୁ ଟାଣି ଆଣିଥିଲେ। ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଲାଗିଥିଲା। ଏହି ବୋଏକୁ ଜେସିବି ମେସିନ ସହାୟତାରେ ଉପରୁ ଅଣାଯିବ ବୋଲି ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.