କରୋନା: ଓଡ଼ିଶାରେ ଦ୍ୱିତୀୟ ରୋଗୀ ଚିହ୍ନଟ
ଭୁବନେଶ୍ୱର: ଭାରତରେ ଦିନକୁ ଦିନ କାୟା ମେଲାଉଛି କରୋନା ଭାଇରସ । ଏଥି ସହିତ ଓଡ଼ିଶାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ପରୀକ୍ଷା ହୋଇଥିବା ୧୪ ନମୁନାରୁ ଗୋଟିଏ ପଜିଟିଭ୍ ଥିବା ଜଣାପଡ଼ିଛି। ଭୁବନେଶ୍ୱର RMRCରେ ଆଜି ୧୪ଟି ନମୁନା ପରୀକ୍ଷା ହୋଇଥିଲା। ସଂକ୍ରମିତ ବ୍ୟକ୍ତି ଜଣଙ୍କ…