ଆଇସିୟୁରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ପଟ୍ଟନାୟକ
ଭୁବନେଶ୍ବର: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଗରୁତର ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି।
ଗତକାଲି ରାତିରେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ଶ୍ରୀ ପଟ୍ଟନାୟକଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେ ସେଠାରେ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି। ଆମେ ଶ୍ରୀ ପଟ୍ଟନାୟକଙ୍କର ଆଶୁ ଆରୋଗ୍ୟ କାମନା କରୁଛୁ।
Comments are closed.