ଶେଷ ହେଲା ବଜେଟ ଅଧିବେଶନ
ଭୁବନେଶ୍ବର: କରୋନା ଭୂତାଣୁ (କୋଭିଡ୍-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି ଷୋଡ଼ଶ ବିଧାନନସଭାର ତୃତୀୟ ଅଧିବେଶନ (ବଜେଟ୍ ଅଧିବେଶନ) ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସ ୧୨ ତାରିଖରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର…