Odisha Link
Bridging the Missing Links in Odisha
Monthly Archives

March 2020

୨୦୦୭ ଟି-୨୦ ବିଶ୍ବକପର ହିରୋ, ୨୦୨୦ରେ…

ଓଏଲ୍‌ ବ୍ୟୁରୋ: ସାରା ବିଶ୍ବ ଏବେ ମହାମାରୀ କରୋନା ଭାଇରସକୁ ନେଇ ଚିନ୍ତିତ। ଭାରତରେ ମଧ୍ୟ କରୋନା ଭାଇରସ ଦିନକୁ ଦିନ କାୟା ବିସ୍ତାର କରିଛି। ଡାକ୍ତର ମାନେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ବେଳେ ପୋଲିସ୍‌ କର୍ମୀ ମାନେ ଜନସାଧାରଣଙ୍କୁୁ ବୁଝେଇବା ସହିତ ଲକ୍‌ଡାଉନର ସ୍ଥିତି ସମୀକ୍ଷା କରୁଛନ୍ତି।…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତେ…

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍ ଯୋଗୁଁ ଏବେ ସାରା ଦେଶରେ ଲକଡାଉନ୍ ଘୋଷଣା ହୋଇଛି। ଏଥିସହ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ବନ୍ଦ ହୋଇପଡ଼ିଛି। ଏହାରିମଧ୍ୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। କରୋନା କାରଣରୁ ଚଳିତଥର ପ୍ରଥମରୁ…

କରୋନା ବେପାର: ଚୀନରୁ ୧୦୦ କୋଟି ମାସ୍କ…

ଓଏଲ୍‌ ବ୍ୟୁରୋ: ଗୋଟିଏ ପଟେ ସାରା ବିଶ୍ବକୁ କରୋନା କବଳିତ କରି ରଖିଥିବା ବେଳେ ଏହାର ଉତ୍ପତ୍ତିସ୍ଥଳ ଚୀନ ଏବେ ପ୍ରାୟତଃ ବିପଦମୁକ୍ତ ଅବସ୍ଥାରେ ପହଞ୍ଚିଲାଣି। ,ଭଳି ସମୟରେ ମାନବସମ୍ବଳ ବହୁଳ ଚୀନ୍‌ ଆରମ୍ଭ କରିଛି କରୋନା ବ୍ୟବସାୟ। କରୋନା ଲଢ଼େଇରେ ଆକ୍ତାମାକ୍ତ ଫ୍ରାନ୍ସ ଚୀନ୍‌ ଠାରୁ ୧୦୦ କୋଟି ଫେସ୍‌…

କରୋନା: ଫୋନରେ ଦିନ ତମାମ ମାଗଣା ପରାମର୍ଶ…

ଭୁବନେଶ୍ବର: ଲକ୍‌ଡାଉନ୍‌ରେ ଥିବା ଲୋକଙ୍କ ପାଇଁ ସୁଖବର। ଆପଣଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଥିଲେ ବା ସ୍ବାସ୍ଥ୍ୟକୁ ନେଇ କୌଣସି ସମସ୍ୟା ଦେଖାଦେଲେ ଆପଣ ଡାକ୍ତରଖାନା ଓପିଡି ଯିବାର ଆବଶ୍ୟକତା ନାହିଁ। ଆପଣଙ୍କ ଫୋନରେ ଆପଣ ଅଭିଜ୍ଞ ଡାକ୍ତରଙ୍କ ଠାରୁ ମାଗଣା ପରାମର୍ଶ ପାଇପାରିବେ। ଭାରତୀୟ ଡାକ୍ତରୀ ସଙ୍ଘ…

ସେନାରେ କରୋନା: କ୍ବାରାଣ୍ଟିନ୍‌ରେ ୫୦…

ଗ୍ବାଲିଅର୍: ସେନାବାହିନୀରେ କରୋନା ରୋଗୀ ଠାବ ହୋଇଛି। ଜଣେ ବ୍ୟକ୍ତିଙ୍କ ଠାରେ କୋଭିଡ୍-୧୯ ପଜିଟିଭ୍‌ ଦେଖାଦେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୫୦ ଜଣ ବର୍ଡସ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ କ୍ବାରାଣ୍ଟିନରେ ରଖାଯାଇଛି। ମଧ୍ୟପ୍ରଦେଶ ଗ୍ବାଲିଅର୍‌ ଜିଲ୍ଲା ଟେକାନପୁର ଠାରେ ଥିବା ବିଏସ୍‌ଏଫ୍‌…

ଲକଡାଉନ ଜନିତ ଅସୁବିଧା ପାଇଁ ଦୁଃଖିତ,…

ନୂଆଦିଲ୍ଲୀ: ପ୍ରତ୍ୟେକ ମାସର ଶେଷ ରବିବାର ଭଳି ଆଜି ମଧ୍ୟ ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ୍' କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିକ କରି କହିଛନ୍ତି ଯେ, କିିଛି ନିଷ୍ପତ୍ତି ପାଇଁ ଆପଣମାନେ…

କରୋନା: ସ୍ପେନ୍ ରାଜକୁମାରୀ ମାରିଆ…

ଓଏଲ୍‌ ବ୍ୟୁରୋ: ମହାମାରୀ କରୋନାରେ ପ୍ରାଣ ହରାଇଲେ ସ୍ପେନ୍ ରାଣୀ ମାରିଆ ଟେରେସା। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ମୃତ ମାରିଆଙ୍କ ଭାଇ ରାଜକୁମାର ସିକ୍ସଟୋ ଏନରିକି ଡି ବୋରବୋନ ଫେସବୁକରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ରାଜକୁମାରୀ ମାରିଆଙ୍କ ମୃତ୍ୟୁ ମାର୍ଚ୍ଚ ୨୬ରେ ହୋଇଛି।…

କରୋନା: ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି,…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଭାରତରେ କାୟା ବିସ୍ତାର କରୁଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ହେଉଛି। ଏମାନଙ୍କ ମଧ୍ୟରୁ ୨୫ ଜଣଙ୍କର ମୃତ୍ୟୁ ଘଟି ସାରିଥିବା ବେଳେ ୮୬ ଜଣ ରୋଗୀ ଠିକ୍‌ ହୋଇସାରିଲେଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ…

ଜାମା ମସ୍‌ଜିଦରୁ ଫେରିଥିବା ବ୍ୟକ୍ତି…

ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ତୃତୀୟ କରୋନା ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୬୫ ବର୍ଷ। ସେ ଦିଲ୍ଲୀରୁ ଜାମା ମସ୍‌ଜିଦ୍‌ରେ ରହିଥିଲେ ଓ ମାର୍ଚ୍ଚ ୧୧ ତାରିଖରେ ଟ୍ରେନ୍‌ ଯୋଗେ କର୍ଣ୍ଣାଟକ ଫେରିଥିଲେ। ତାଙ୍କର ୩ ଜଣ ପତ୍ନୀ ଓ ୨୦ ଜଣ ସନ୍ତାନ ଅଛନ୍ତି। ସମସ୍ତଙ୍କୁ କ୍ବାରାଣ୍ଟିନରେ ରଖାଯାଇଛି।…

କରୋନା: ଗୋଟି ଦିନରେ ୨୨୧ ଜଣ ସଂକ୍ରମିତ,…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସର କାୟା ଦିନକୁ ଦିନ ଭାରତରେ ଦେଖିବାକୁ ମିିଳିଛି। ଦେଶର ବିଭିନ୍ନ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହଠାତ ବୃଦ୍ଧି ଦେଖିବାକୁ ମିଳିଛି। ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯ର ପହଁଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୯ ଜଣଙ୍କର ମୃତ୍ୟୁ ଘଟି ସାରିଥିବା…