Odisha Link
Bridging the Missing Links in Odisha
Daily Archives

April 9, 2020

ଟ୍ରମ୍ପଙ୍କ ଧନ୍ୟବାଦର ପ୍ରତିକ୍ରିୟା ଦେଲେ…

ନୂଆଦିଲ୍ଲୀ: କରୋନା ଭାଇରସ୍‌ ବିପକ୍ଷରେ ଲଢ଼ାଯାଉଥିବା ଯୁଦ୍ଧରେ ଆମେରିକାକୁ ଭାରତ ସାହାଯ୍ୟ କରିଥିବାରୁ ଭାରତକୁ ଧନ୍ୟବାଦ ଜଣାଇଛନ୍ତି ଆମେରକି ରାଷ୍ଟ୍ରପତି ଡ୍ରୋନାଲ୍ଡ ଟ୍ରମ୍ପ୍। ଭାରତ ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଔଷଧ ରପ୍ତାନୀ କରିବା ପରେ ଭାରତ ଓ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଏହାର…

ଢେଙ୍କାନାଳରେ ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଓଡ଼ିଶାରେ ଆଜି ଦୁଇଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଣେ ଭୁବନେଶ୍ବରର ହୋଇଥିବା ବେଳେ ଢେଙ୍କାନାଳରେ ମିିଳିଛି ପ୍ରଥମ କରୋନା ପଜିିଟିଭ୍। ଏମାନଙ୍କ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିିଛି। ଢେଙ୍କାନାଳ ସହରର ଜଣେ ୫୧ ବର୍ଷର ମହିଳାଙ୍କ ଠାରେ ଆଜି କରୋନା…

ବଡ଼ ଖବର: ରାଜ୍ୟରେ ପୁଣି ୨ଜଣ କରୋନା…

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା। ଢ଼େଙ୍କାନାଳ ସହରର ଜଣେ ୫୧ ବର୍ଷୀୟ ମହିଳା କରୋନା ପଜିଟିଭ ଚିହ୍ନଟ। ଏଥିସହିତ ପଶ୍ଚିମବଙ୍ଗ ମେଦିନପିୁର…

ଜୁନ୍‌ ୧୭ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା ଓଡ଼ିଶା କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଜୁନ୍‌ ୧୭ ଯାଏଁ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି। ଏହା ଭିନ୍ନ ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ…

ଜୁନ ୧୭ ଯାଏ ବନ୍ଦ ରହିବ ଶିକ୍ଷାନୁଷ୍ଠାନ:…

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌ ଅବଧି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲକ୍‌ଡାଉନ୍ ସମୟକକୁ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଓଡ଼ିଶା…

ଏପ୍ରିଲ ୩୦ ଯାଏ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା ଓଡ଼ିଶା କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ାଯାଇଥିବା ବେଳେ କେନ୍ଦ୍ର ପାଖରେ ମଧ୍ୟ ସମାନ ପ୍ରସ୍ତାବ ରଖିଛନ୍ତି ରାଜ୍ୟ ସରକାର। ଏଥିସହିତ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା…

କରୋନା: ଆମେରିକା, ଚୀନ୍‌ ଓ ସ୍ପେନ୍‌…

ନୂଆଦିଲ୍ଲୀ: ଶୀର୍ଷକ ପଢ଼ି ଆପଣ ଆଶ୍ଚର୍ଯ୍ୟ ହେଉଥିବେ। ତେବେ ଏ ଆକଳନ ସତ। ଯଦି କରୋନା ଆକ୍ରାନ୍ତ ଏବଂ ମୃତ୍ୟୁରେ ଭାରତର ବର୍ତ୍ତମାନ ସ୍ଥିତିକୁ ଏକ ମାନକ ସଂଖ୍ୟା (benchmark) ହିସାବରେ ନିଆଯାଏ, ତେବେ ଆମର ଏହି ରୋଗଜନିତ ମୃତ୍ୟୁହାର ବହୁଳ ଭାବେ କ୍ଷତିଗ୍ରସ୍ତ ଦେଶ ଆମେରିକା, ଚୀନ୍‌ ଓ ସ୍ପେନ୍‌ ଠାରୁ…

ଭାରତରେ କରୋନା: ମୃତ୍ୟୁସଂଖ୍ୟା ୧୬୬କୁ…

ନୂଆଦିଲ୍ଲୀ: ମହାମାରୀ କୋଭିଡ-୧୯ ବା କରୋନା ଭାଇରସ୍‌ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି। ଦିନକୁ ଦିନ ଏହି ମହାମାରୀ ଭାରତରେ କାୟା ବିସ୍ତାର କରିବାରେ ଲାଗିଛି। ଦେଶରେ କ୍ରମାଗତ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା ଏବଂ କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ସକାଳ ୯ଟା ସୁଦ୍ଧା ଦେଶରେ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ: ପ୍ରଥମ ଥର…

ଭୁବନେଶ୍ବର: ଆଜି ପୂର୍ବାହ୍ନରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। କୋଭିଡ-୧୯ ଯୋଗୁଁ ଲକ୍‌ଡାଉନ୍‌ ଥିବାରୁ ସାମାଜିକ ଦୂରତା ରକ୍ଷା ଦୃଷ୍ଟିରୁ ଏହି କ୍ୟାବିନେଟ ବୈଠକ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍‌ସିଂ ଜରିଆରେ ଅନୁଷ୍ଠିତ ହେବ। ପୂର୍ବରୁ…

ଆଜିଠୁ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ବର: ଆଜି ଆପଣ ଘରୁ ବାହାରକୁ ବାହାରୁଛନ୍ତି କି? ଯଦି ହିଁ ତେବେ ମାସ୍କ ପିନ୍ଧି ବାହାରକୁ ଯାଆନ୍ତୁ। କାରଣ ଆଜିଠୁ ରାଜ୍ୟରେ ଘରୁ ବାହାରିବା ବେଳେ ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ଗତକାଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ ଓଡ଼ିଶା କୋଭିଡ୍‌ ମୁକାବିଲା ମୁଖପାତ୍ର ସୁବ୍ରତ…