ଓଡ଼ିଶାରେ ୧୦୦ କରୋନା ଆକ୍ରାନ୍ତ
ଭୁବନେଶ୍ବର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଆଜି ଯାଜପୁର ଜିଲ୍ଲାରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କୋଭିଡ୍-୧୯ ରୋଗୀଙ୍କ ସଂଖ୍ୟା ୧୦୦ ହୋଇଛି। ଏହି ନୂଆ ୬ ଆକ୍ରାନ୍ତଙ୍କୁ ମିଶାଇ ଯାଜପୁର ଜିଳ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଁଞ୍ଚିଛି।…