Odisha Link
Bridging the Missing Links in Odisha
Daily Archives

April 27, 2020

ଭଲ ଖବର: ୮ ରାଜ୍ୟ/ କେନ୍ଦ୍ରଶାସିତ ଅଞ୍ଚଳ…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲଗିଛି। ଏପରିକି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଯାହ ଏକ ଚିନ୍ତାର କାରଣ। ଏସବୁ ମଧ୍ୟରେ ଏକ ଭଲ ଖବର ରହିଛି। କାରଣ ଦେଶର ୮ଟି ରାଜ୍ୟ/ କେନ୍ଦ୍ରଶାସିତ ଅଞ୍ଚଳ ବର୍ତ୍ତମାନ କରୋନା ମୁକ୍ତ ହୋଇ ସାରିଲେଣି।…

କିମ୍ ଜୋଙ୍ଗ୍-ଉନ୍ ‘ଜୀବିତ ଏବଂ…

ଓଏଲ୍‌ ବ୍ୟୁରୋ: ଉତ୍ତର କୋରିଆ ନେତା କିମ୍‌ ଜୋାଙ୍ଗ ଉନ୍‌ ଜୀବିତ ଓ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଏନେଇ କହିଛନ୍ତି ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍ ଜେଇ-ଇନ୍‌ ଙ୍କର ବରିଷ୍ଠ ସୁରକ୍ଷା ପରାମର୍ଶଦାତା। ଫଳରେ କିମ୍‌ ଜୋଙ୍ଗ ଉନ୍‌ ଙ୍କୁ ନେଇ ଯେଉଁ ଚର୍ଚ୍ଚା ଲାଗିଥିଲା ସେଥିରେ ବିରାମ ଲାଗିଛି। କିମ୍…

କରୋନା ଭାଇରସ୍: ୨୪ ଘଣ୍ଟାରେ ୪୮ ଜଣଙ୍କ…

ନୂଆଦିଲ୍ଲୀ: କ୍ରମାଗତ ଭାବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୨୮ ହଜାର ପାଖାପାଖି…

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି…

ଭୁବନେଶ୍ବର: ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ମହମ୍ମଦ ରଫିକ୍। ଓଡ଼ିଶା ହାଇକୋର୍ଟର ୩୧ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବର ଲୋକସେବା ଭବନରେ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ…

ଆଜି ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କଥା…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର। ଏପରିକି ୩ ମେ' ପର୍ଯ୍ୟନ୍ତ ସାରା ଦେଶ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାରି ମଧ୍ୟରେ ଆଜି ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହିତ କଥାହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ମୁକାବିଲା ଓ…

କରୋନା: ରାଜ୍ୟରେ ଆଉ ୫ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ପୁଣି ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବାଲେଶ୍ବର ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବସାଇଟରେ ପ୍ରକାଶ ପାଇଛି। ୫ ଆକ୍ରାନ୍ତ ଚିହ୍ନଟ ହେବା ଫଲରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଁଞ୍ଚିଛି। ବାଲେଶ୍ବରରେ…