ଲକ୍ଡାଉନ୍: ୬୦ ଘଣ୍ଟାର ଯାତ୍ରା, ଜନ୍ମ…
ଆସିକା: ଜନ୍ମ ମାଟିରେ ପହଞ୍ଚିଲେ ପ୍ରବାସୀ ଓଡ଼ିଆ। ୬୦ ଘଣ୍ଟାରୁ ଅଧିକ ସମୟ ଯାତ୍ରା କରି ୨୧୭ଜଣ ପ୍ରବାସୀ ଓଡ଼ିଆ ଗଞ୍ଜାମରେ ପହଞ୍ଚିଛନ୍ତି। ଗୁଜରାଟ ସୁରତରୁ ବାହାରିଥିବା ୪ଟି ବସ୍ ଗତକାଲି ବିଳମ୍ବିତ ରାତିରେ ଶେରଗଡ ଓ ଧରାକୋଟରେ ପହଞ୍ଚିଥିଲା।
ପୂର୍ବ ବ୍ୟବସ୍ଥା ଅନୁଯାୟୀ, ସେମାନଙ୍କୁ ସିଧାସଳଖ ଧରାକୋଟ…