ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା…
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡା. ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ନୂଆଦିଲ୍ଲୀ ସ୍ଥିତ ଏମ୍ସରେ କାର୍ଡିଓଥୋରାସିସ୍ ସେଣ୍ଟରରେ ମନମୋହନଙ୍କୁ ରଖି ତାଙ୍କର ଚିକିତ୍ସା କରାଯାଉଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ରବିବାର ରାତିରେ…