Odisha Link
Bridging the Missing Links in Odisha
Daily Archives

May 14, 2020

ଜୁନ ୩୦ ପର୍ଯ୍ୟନ୍ତ ବାତିଲ ହେଲା ସମସ୍ତ…

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍‌ ସଙ୍କଟ ଜାରି ରହିଥିବାବେଳେ ରେଲୱେ ପକ୍ଷରୁ ଟ୍ରେନ ଚଳାଚଳ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ଶ୍ରମିକ ସ୍ପେଶାଲ ଟ୍ରେନ ଏବଂ କେତେକ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁଛି। ଏହାମଧ୍ୟରେ ଭାରତୀୟ ରେଲୱେ ଆସନ୍ତା ଜୁନ ୩୦ ତାରିଖ ପର୍ଯ୍ୟନ୍ତ ବୁକ୍‌ କରାଯାଇଥିବା ସମସ୍ତ ଟ୍ରେନ…

କରୋନା: କେନ୍ଦ୍ରାପଡ଼ାରୁ ଆଉ ୧୩ ଆକ୍ରାନ୍ତ…

ଭୁବନେଶ୍ବର: ଆଜି ସକାଳେ ୭୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମଧ୍ୟାହ୍ନରେ ଆଉ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇନାହିଁ ବରଂ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏନେଇ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଫଳରେ ରାଜ୍ୟରେ ୬୨୪ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ…

ସାଇବର୍‌ ଠକେଇ: ବରିଷ୍ଠ ପୁଲିସ…

ଭୁବନେଶ୍ବର: ଦ୍ବେତନଗର କମିଶନର ପୁଲିସରେ କାର୍ଯ୍ୟରତ ଜଣେ ବରିଷ୍ଠ ଅଧିକାରୀଙ୍କ ଫେସବୁକ୍‌ ଆକାଉଣ୍ଟ ହ୍ୟାକ୍‌ ହୋଇଛି। ତାଙ୍କ ଆକାଉଣ୍ଟ୍‌ ବ୍ୟବହାର କରି ସାଙ୍ଗସାଥୀଙ୍କୁ ଟଙ୍କା ମଗାଯାଉଛି। ଟଙ୍କା ଦେବାକୁ ରାଜି ହେଉଥିବା ବନ୍ଧୁଙ୍କୁ ଗୁଗୁଲ ପେ' ପାଇଁ ଏକ ଫୋନ୍‌ ନମ୍ବର ବି ପଠାଯାଉଛି। ଏଭଳି ଘଟଣା…

ମଧ୍ୟପ୍ରଦେଶରେ ଟ୍ରକ୍-ବସ୍ ଦୁର୍ଘଟଣା: ୮…

ନୂଆଦିଲ୍ଲୀ : ମଧ୍ୟପ୍ରଦେଶ ଗୁନା ନିକଟସ୍ଥ ସ୍ଥାନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୫୫ ଜଣ ଆହତ ହୋଇଛନ୍ତି। କଣ୍ଟେନର ସହିତ ଯାତ୍ରୀବାହୀ ବସର ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଏକ ଛାତି ଥରା ଦୁର୍ଘଟଣା ଘଟିଛି। ସମସ୍ତ…

କରୋନା: ମହାରାଷ୍ଟ୍ରରେ ୨୫ ହଜାର ଟପିଲା…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୭୮ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।…

ଆଉ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ସକାଳୁ ସକାଳୁ ଆଉ ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ସୂଚନା ରହିଛି। ଆଜି ଚିହ୍ନଟ ହୋଇଥିବା ୭୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ଜଣ…

ଅନୁଗୁଳ: ପ୍ରବାସୀ ଓଡ଼ିଆଙ୍କୁ ନେଇ…

ଅନୁଗୁଳ: ରାଜ୍ୟରେ ପୁଣି ଥରେ ଆଜି ପ୍ରବାସୀ ଓଡ଼ିଆଙ୍କୁ ନେଇ ଫେରୁଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ। ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ଭ୍ୟାନ୍‌ ଅନୁଗୁଳ ଜିଲ୍ଲା ଠାକୁରଗଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଡ୍ରାଇଭର ଓ ୧୪ଜଣ ଶ୍ରମିକ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି…

ଭାରତରେ ଲକ୍‌ଡାଉନ୍: ଚାକିରି ହରାଇଛନ୍ତି…

ନୂଆଦିଲ୍ଲୀ: ବିଶ୍ବ ମହମାରୀ କରୋନା ଭାଇରସ୍‌କୁ ନେଇ ସାରା ବିଶ୍ବ ଚିନ୍ତିତ। ଏହି ମହାମାରୀକୁ ପ୍ରତିହତ କରିବା ପାଇଁ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ୍‌ କଟକଣା। କରୋନାକୁ ପ୍ରତିହତ କରିବା ପାଇଁ ଲକ୍‌ଡାଉନ୍‌ ଘୋଷଣା ହୋଇଛି ସତ ‌ହେଲେ ଦେଶବାସୀଙ୍କ ଜନଜୀବନକୁ ଖୁବ ପ୍ରଭାବିତ କରିଛି। ଏହି ସମୟ ମଧ୍ୟରେ ଦେଶର…