ବର୍ଷକର ଶିଶୁ କନ୍ୟା କରୋନା ପଜିଟିଭ୍
ଝାରସୁଗୁଡା : ଆଜି ସକାଳୁ ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୧ ବର୍ଷର ଶିଶୁ ଥିବାବେଳେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ରହିଥିବା ସୂଚନା ଦେଇଛନ୍ତି ଝାରସୁଗୁଡା ଜିଲାପାଳ ସରୋଜ କୁମାର ସାମଲ। ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା…