ଓଡ଼ିଶା ସରକାରଙ୍କ ସହାୟତା ନେଇ ବିଜେପି…
ଭୁବନେଶ୍ୱର: ଓଡିଶା ସରକାର ଗତ ଏପ୍ରିଲ ମାସଠାରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ର କାର୍ଡଧାରୀ ମାନଙ୍କୁ ଅଗ୍ରୀମ ଭାବେ ମାସକୁ ୫କିଲୋ ଚାଉଳ ଓ ଏକ କିଲୋ ଡାଲି ଯୋଗାଇ ଦେଉଛନ୍ତି ଏବଂ ଆଗାମୀ ୫ମାସ ପାଇଁ ମାଗଣାରେ ଅନୁରୂପ ପରିମାଣ ଚାଉଳ ଓ ଡାଲି ଯୋଗାଇ ଦେବେ । ବିଜେପି ନେତାମାନେ ଏହା ଜାଣି ନାହାନ୍ତି ବୋଲି…