ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ
ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ଅଗଷ୍ଟ ୪ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଯଦି ଲଘୁଚାପ ସୃଷ୍ଟି ହୁଏ। ତେବେ ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରିବାରେ…