Odisha Link
Bridging the Missing Links in Odisha
Daily Archives

August 19, 2020

ରାଉରକେଲାରେ ନକଲି ଆଇପିଏସ ଅଫିସର ଅଟକ

ରାଉରକେଲା: ରାଉରକେଲା ବାସନ୍ତୀ କଲୋନୀ ସ୍ଥିତ ଏକ ବାଇକ୍ ସୋ’ ରୁମରୁ ସଂପୃକ୍ତ ନକଲି ଆଇପିଏସ ଏକ ବୁଲେଟ୍ କିଣିଥିଲେ । ନକଲି ପରିଚୟ ପତ୍ର ଦେଇ ଫାଇନାନ୍ସରେ ୨୫ ହଜାର ଟଙ୍କା ଡାଉନ୍ ପେମେଣ୍ଟ ଦେଇ ସେ ସେହି ବୁଲେଟ୍ କିଣିଥିଲେ। ଆଇପିଏସ୍ ଡ୍ରେସ୍ ପିନ୍ଧିବା ସହ ବୁଲେଟରେ ଚଢି ରାଉରକେଲା ସହରରେ…

ରାଜ୍ୟରେ ଆଉ ୧୦ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଜନିତ ମୃତ୍ୟୁ ବଢ଼ିବାରେ ଲାଗିଛି। ବୁଧବାର ରାଜ୍ୟରେ ମୋଟ ୧୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତନ୍ମଧ୍ୟରୁ ଗଞ୍ଜାମରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ଏବଂ ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ…

ଅଗଷ୍ଟ ୨୩ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ମଧ୍ୟରେ ଭୁବନେଶ୍ୱରସ୍ଥିତ…

ଯୁକ୍ତ ୨ ବାଣିଜ୍ୟ ଫଳାଫଳ: ଆଗରେ ନୟାଗଡ଼

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଯୁକ୍ତ ୨ ବାଣିଜ୍ୟ ଫଳାଫଳ। ଫଳାଫଳ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ ହାର ୭୪.୯୫% ରହିଛି। ନୟାଗଡ଼ ଜିଲ୍ଲାରେ ସର୍ବାଧିକ ପାସ୍‌ ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତବର୍ଷ ମୋଟ ୨୫,୭୭୨…

କରୋନା: ରାଜ୍ୟରେ ଆଉ ୨୫୮୯ ପିଜଟିଭ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ଅଧିକ ଟେଷ୍ଟିଂ କରାଯାଉଛି। ଯେଉଁଥିପାଇଁ ରାଜ୍ୟରେ ଅଧିକ ପଜିଟିଭ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୨୫୮୯ଜଣ କରୋନା ପଜିଟିଭ ଚିହ୍ନଟ…

ପ୍ରକାଶ ପାଇଲା ଯୁକ୍ତ ୨ ବାଣିଜ୍ୟ ଫଳାଫଳ:…

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଯୁକ୍ତ ୨ ବାଣିଜ୍ୟ ଫଳାଫଳ। ଫଳାଫଳ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ ହାର ୭୪.୯୫% ରହିଛି। ନୟାଗଡ଼ ଜିଲ୍ଲାରେ ସର୍ବାଧିକ ପାସ୍‌ ରହିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତବର୍ଷ ମୋଟ ୨୫,୭୭୨…

ରାଜ୍ୟରେ ଲାଗି ରହିଛି ବର୍ଷା, ୧୨…

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଲଘୁଚାପ ପ୍ରଭାବରେ ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼,…

CBI ସୁଶାନ୍ତ ସିଂ ମୃତ୍ୟୁ ମାମଲାର ତଦନ୍ତ…

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୨ମାସ ବିତି ସାରିଛି। ହେଲେ ଏବେ ସୁଦ୍ଧା ସୁଶାନ୍ତଙ୍କ ମୃତ୍ୟୁ ପଛରେ କିଏ ଅଛି ତାହା ଜଣା ପଡ଼ିନାହିଁ। ଯାହା ଫଳରେ ସୁଶାନ୍ତଙ୍କ ଆତ୍ମହତ୍ୟାର କାରଣ ଜଣା ପଡ଼ିପାରୁ ନାହିଁ। ଏହାରି ମଧ୍ୟରେ ସୁଶାନ୍ତ ମୃତ୍ୟୁ ଘଟଣାକୁ ନେଇ ସୁପ୍ରିମକୋର୍ଟ…

ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ:…

ନୂଆଦିଲ୍ଲୀ: ଆଗାମୀ ନଭେମ୍ବର ମାସରେ ଯୁକ୍ତରାଷ୍ଟ୍ର ଆମେରିକାରେ ହେବ ରାଷ୍ଟ୍ରପତି ନିର୍ବାଚନ। ଏହାକୁ ନଜରରେ ରଖି ଆମେରିକାରେ ରାଜନୀତି ଜୋର ଧରିଛି। ଯୁକ୍ତରାଷ୍ଟ୍ର ଆମେରିକାର ୨୦୨୦ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଡେମୋକ୍ରାଟି ପାର୍ଟି ଜୋ ବାଇଡେନ୍‌ଙ୍କୁ ବିଧିବଦ୍ଧ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ…

କୋଭିଡ୍ ମୁକାବିଲା ପାଇଁ ଟେକ୍ନିକାଲ…

ଭୁବନେଶ୍ବର: କୋଭିଡ୍‌ ମହାମାରୀ ମୁକାବିଲା ପାଇଁ ୭ ଗୋଟି ମେଡିକାଲ କଲେଜର ବରିଷ୍ଠ ପ୍ରଫେସରଙ୍କୁ ନେଇ ରାଜ୍ୟ ସରକାର ଟେକ୍ନିକାଲ କମିଟି ଗଠନ କରିଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଏହି ଟିମ୍ ରାଜ୍ୟର ସମସ୍ତ ଜିଲ୍ଲା ଗସ୍ତ କରି କରୋନା…