Odisha Link
Bridging the Missing Links in Odisha
Daily Archives

August 21, 2020

କରୋନା: ରାଜ୍ୟରେ ଆଉ ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା। କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନ ଜନିତ ମୃତ୍ୟୁ ସଂଖ୍ୟା ୩୯୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି…

ପାଣିରେ ବୁଡ଼ି ହାତୀଛୁଆ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ହେମଗିର ବନଖଣ୍ଡ ଅଞ୍ଚଳରେ ପାଣିରେ ବୁଡ଼ି ଏକ ହାତୀଛୁଆର ମୃତ୍ୟୁ ଘଟିଛି। ଆଜି ସକାଳେ ହେମଗିର ବନଖଣ୍ଡର ବାଘୋରା ସେକ୍ସନ ଖଜୁରବାହାଲ ଗାଁର ଚାଷ ଜମି ନିକଟରେ ଥିବା ଏକ ଗାଡ଼ିଆରେ ହାତୀ ଛୁଆ ପାଣିରେ ବୁଡ଼ିଯିବାରୁ ତାର ମୃତ୍ୟୁ ଘଟିଛି। ଉକ୍ତ ଛୁଆ ହାତୀର ବୟସ ପ୍ରାୟ ଏକ ମାସ…

ରାଜ୍ୟରେ ଅଣାୟତ୍ତ କରୋନା: ଆଜି ୨୬୯୮…

ଭୁବନେଶ୍ବର: ରାଜ୍ୟରେ ଦିନନୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଆଜି ରାଜ୍ୟର ୩୦ ଜିଲ୍ଲାରୁ ଆଉ ୨୬୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ହଜାର ପାର କରିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

କୃଷି ଭବନ ୨୩ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ କ୍ରମାଗତ ଭାବେ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଭୁବନେଶ୍ବରରେ ବଢ଼ି ଚାଲିଛି ସଂକ୍ରମଣ। ଏସବୁ ମଧ୍ୟରେ କୃଷି ଭବନ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ସୂଚନା ମିଳିଛି। କୃଷି ଭବନରେ କରୋନା ସଂକ୍ରମିତ ଚିହ୍ନଟ…

ସତର୍କ ରୁହନ୍ତୁ! ନଚେତ୍‌ ବାତିଲ୍‌…

ଭୁବନେଶ୍ୱର: ଆପଣ ଗାଡି ଚଲାଉଛନ୍ତି କି? ଯଦି ହଁ। ମଦ ପିଇ କିମ୍ବା ମୋବାଇଲରେ ଗପି ଗାଡ଼ି ଚଲାଇବାର ଅଭ୍ୟାସ ଅଛି କି? ଯଦି ହଁ। ତେବେ ସତର୍କ ହେଇଯାଆନ୍ତୁ। ଏଣିକି ମଦ ପିଇ କିମ୍ବା ମୋବାଇଲରେ ଗପି ଗାଡ଼ି ଚଲାଇଲେ ୩ ମାସ ପାଇଁ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ । ଏନେଇ ଗତକାଲି ରାଜ୍ୟ ପରିବହନ ପ୍ରାଧିକରଣ…

କରୋନା: ଦେଶରେ ୨୯ ଲକ୍ଷ ଟପିଲା…

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବିଗୁଡ଼ିଛି କରୋନା ସ୍ଥିତି। ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨୯ଲକ୍ଷ ୦୫ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା…

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ…

ଭୁବନେଶ୍ୱର: ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ କଲେଜରେ ନାମଲେଖା ପାଇଁ ଆଜି ପୂର୍ବାହ୍ନ ୧୧ଟାରୁ ଆବେଦନ ଆରମ୍ଭ ହେବ। ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ କମନ୍ ଆପ୍ଲିକେସନ ଫର୍ମ (ସିଏଏଫ୍‌)ରେ ଆବେଦନ…